ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ହାଇୱା : ୩ ଯୁବକ ମୃତ, ଜଣେ ଗୁରୁତର

ଯୁଯୁମୁରା: ଦ୍ରୁତଗାମୀ ହାଇୱାର ଶକ୍ତ ଧକ୍କାରେ ତିନି ଜଣ ବାଇକ୍‌ ଆରୋହୀ ଯୁବକଙ୍କ ମୃତ୍ୟୁ ଘଟିଛି । ଘଟଣାସ୍ଥଳରେ ୩ ଯୁବକଙ୍କ ମୃତଦେହ ଗୁଡ଼ିକ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସମ୍ବଲପୁର ଜିଲ୍ଲା ଯୁଯୁମୁରା ଥାନା ଅନ୍ତର୍ଗତ ଭବାନୀପାଲି ପେଟ୍ରୋଲ ପମ୍ପ ସାମ୍ନା ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଅପରାହ୍ନରେ ଏହି ଦୁର୍ଘଟଣା ଘଟିଛି। ମୃତ ୩ ଜଣ ଯୁବକ ସ୍ଥାନୀୟ ଅଞ୍ଚଳର ବୋଲି ବୋଲି ଜଣାପଡ଼ିଛି। ଜଣେ … Continue reading ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ହାଇୱା : ୩ ଯୁବକ ମୃତ, ଜଣେ ଗୁରୁତର