ଆଜି ନନ୍ଦନକାନନରେ ନିର୍ମିତ ତିନିମହଲାବିଶିଷ୍ଟ ବହୁତଳ କାର ପାର୍କିଂ ସୁବିଧାର ଉଦ୍‌ଘାଟନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନନ୍ଦନକାନନଠାରେ ୩୫୪୨.୭୯ ଲକ୍ଷ ଟଙ୍କାରେ ନିର୍ମିତ ତିନିମହଲାବିଶିଷ୍ଟ ବହୁତଳ କାର ପାର୍କିଂ ସୁବିଧାର ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମଏହି କେଶରୀ ଆରୁଖ, ଉପସ୍ଥିତ ଥିଲେ। ନନ୍ଦନକାନନକୁ କ୍ରମେ କ୍ରମେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ୁଛି। ଟ୍ରାଫିକ୍‌ ସମସ୍ୟା ଓ ସ୍ଥାନାଭାବକୁ ଦୃଷ୍ଟିରେ ରଖି ଏହି ତିନିମହଲା ବିଶିଷ୍ଟ ଗାଡ଼ି ପାର୍କିଂସ୍ଥଳ ନିର୍ମାଣ କରାଯାଇଛି। ପ୍ରତ୍ୟେକ … Continue reading ଆଜି ନନ୍ଦନକାନନରେ ନିର୍ମିତ ତିନିମହଲାବିଶିଷ୍ଟ ବହୁତଳ କାର ପାର୍କିଂ ସୁବିଧାର ଉଦ୍‌ଘାଟନ