ନିଶା ଦେଇ ମହିଳା ପ୍ରଫେସରଙ୍କୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଜଣେ ମହିଳା ପ୍ରଫେସରଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଏନେଇ ଛତିଶଗଡ଼ କବିରନଗର ଥାନାରେ ମହିଳା ଅଭିଯୋଗ କରିଥିବା ଜଣାଯାଇଛି। ମହିଳାଙ୍କ ଅଭିଯୋଗ ପରେ ଖଣ୍ଡଗିରି ପୁଲିସକୁ ଯୋଗାଯୋଗ କରିଛି ଛତିଶଗଡ଼ ପୁଲିସ। ମିଳିଥିବା ସୂଚନା ଅନୁଯାୟୀ, ଛତିଶଗଡ଼ ରାୟପୁର ଜିଲ୍ଲା କବିର ନଗର ଥାନା ଅଧୀନ ଫେଜ-୨ ଅଞ୍ଚଳର ସଂପୃକ୍ତ ୨୪ ବର୍ଷୀୟା ଯୁବତୀ ଗତ ବର୍ଷ ମାର୍ଚ୍ଚ ମାସରେ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ … Continue reading ନିଶା ଦେଇ ମହିଳା ପ୍ରଫେସରଙ୍କୁ ଦୁଷ୍କର୍ମ ଅଭିଯୋଗ