ଶ୍ରୀଲିଙ୍ଗରାଜଙ୍କ ଶୀତଳଷଷ୍ଠୀରେ ଭୋର ୪ଟା ସୁଦ୍ଧା ବିବାହ

ଭୁବନେଶ୍ବର: ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ଶୀତଳଷଷ୍ଠୀ ପାଇଁ କାର୍ଯ୍ୟସୂଚୀ ପ୍ରସ୍ତୁତ କରିଛି ମନ୍ଦିର ପ୍ରଶାସନ। ଆଜି ସବୁ ନିଯୋଗମାନଙ୍କ ସହ ବୈଠକ ହୋଇ ସମସ୍ତ କାର୍ଯ୍ୟସୂଚୀ ପ୍ରସ୍ତୁତ କରାଯାଇଛି। କିନ୍ତୁ ଏଥିରେ ସୁଆର ସେବକ ଏବଂ ପୂଜାପଣ୍ଡା ସେବାୟତ ଯୋଗ ଦେଇନଥିଲେ। ବୈଠକର ନିଷ୍ପତି କ୍ରମେ ଆସନ୍ତା ଜୁନ ୪ ତାରିଖରେ ଶିବ-ପାର୍ବତୀ (ଦେବ ଦମ୍ପତି) ବିବାହ ଅନୁଷ୍ଠିତ ହେବ। ସକାଳ ୬.୩୦ ରେ ମଙ୍ଗଳ ଆଳତି ଆଉ ତାପରେ … Continue reading ଶ୍ରୀଲିଙ୍ଗରାଜଙ୍କ ଶୀତଳଷଷ୍ଠୀରେ ଭୋର ୪ଟା ସୁଦ୍ଧା ବିବାହ