‘ନ୍ୟାସ୍‌ନାଲ୍‌ ହେରାଲ୍‌ଡ୍‌’ ମାମଲାରେ ସୋନିଆ ଓ ରାହୁଲ୍‌ଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ସମନ୍‌ ଜାରି

ନୂଆଦିଲ୍ଲୀ: ‘ନ୍ୟାସ୍‌ନାଲ୍‌ ହେରାଲ୍‌ଡ୍‌’ ମାମଲାରେ କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ କଂଗ୍ରେସ ସାଂସଦ ରାହୁଲ୍‌ ଗାନ୍ଧୀଙ୍କୁ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମନ୍‌ ଜାରି କରିଛି। ୨୦୧୫ରେ ଏହି ମାମଲାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବନ୍ଦ କରି ଦେଇଥିଲା। ଏ ସଂକ୍ରାନ୍ତରେ ପ୍ରତିକ୍ରିୟା ବ୍ୟକ୍ତ କରି କଂଗ୍ରେସ ନେତା ତଥା ବରିଷ୍ଠ ଆଡ୍‌ଭୋକେଟ୍‌ ଅଭିଷେକ ମନୁ ସିଙ୍ଗୱି କହିଛନ୍ତି, ବିରୋଧୀମାନଙ୍କୁ ଭୟଭୀତ କରିବା ଲାଗି ବିଜେପି ତା’ର ନିୟନ୍ତ୍ରଣାଧୀନ ତଦନ୍ତକାରୀ … Continue reading ‘ନ୍ୟାସ୍‌ନାଲ୍‌ ହେରାଲ୍‌ଡ୍‌’ ମାମଲାରେ ସୋନିଆ ଓ ରାହୁଲ୍‌ଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ସମନ୍‌ ଜାରି