ରାଜ୍ୟସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ସସ୍ମିତ ପାତ୍ର, ମାନସ ମଙ୍ଗରାଜ ଏବଂ ସୁଲତା ଦେଓ

ଭୁବନେଶ୍ବର: ବିଜୁ ଜନତା ଦଳର ତିନି ଜଣ ରାଜ୍ୟସଭା ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ସସ୍ମିତ ପାତ୍ର, ମାନସ ମଙ୍ଗରାଜ ଏବଂ ସୁଲତା ଦେଓ ରାଜ୍ୟସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିବା ସୂଚନା ମିଳିଛି। ଏହି ତିନି ଜଣଙ୍କ ବ୍ୟତୀତ ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରି ନାହାନ୍ତି। ବିଧିବଦ୍ଧ ଭାବେ ଆଜି ରିଟର୍ଣ୍ଣିଂ ଅଫିସର ସସ୍ମିତ ପାତ୍ର, ମାନସ ମଙ୍ଗରାଜ ଏବଂ ସୁଲତା ଦେଓଙ୍କୁ ଏ ନେଇ … Continue reading ରାଜ୍ୟସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ସସ୍ମିତ ପାତ୍ର, ମାନସ ମଙ୍ଗରାଜ ଏବଂ ସୁଲତା ଦେଓ