ସର୍ବସାଧାରଣ ସ୍ଥାନରେ ମାସ୍କ୍‌ ପିନ୍ଧିବାକୁ ଆଦେଶ ଦେଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ: କୋଭିଡ୍‌-୧୯ ସଂକ୍ରମଣ ମାମଲା ହଠାତ୍‌ ବୃଦ୍ଧି ପାଇବାରୁ ଖୋଲା ସ୍ଥାନ ବ୍ୟତୀତ ବାକି ସମସ୍ତ ସର୍ବସାଧାରଣ ସ୍ଥାନ ଗୁଡ଼ିକରେ ମାସ୍କ୍‌ ପରିଧାନ କରିବା ପାଇଁ ମହାରାଷ୍ଟ୍ର ସରକାର ନାଗରିକମାନଙ୍କ ନିମନ୍ତେ ଆଦେଶ ଜାରି କରିଛନ୍ତି। ବଢ଼ି ଚାଲୁଥିବା କୋଭିଡ୍‌ ସଂକ୍ରମଣ ମାମଲା ସଂକ୍ରାନ୍ତରେ ରାଜ୍ୟ ସରକାର ଜିଲ୍ଲା କର୍ତ୍ତୃପକ୍ଷମାନଙ୍କ ଆଗରେ ଚିନ୍ତା ପ୍ରକଟ କରିଛନ୍ତି। ସର୍ବସାଧାରଣ ସ୍ଥାନଗୁଡ଼ିକରେ ମାସ୍କ୍‌ ପିନ୍ଧିବା ପାଇଁ ଆଦେଶ ଦେବା ସମେତ ସମସ୍ତ ଜିଲ୍ଲା … Continue reading ସର୍ବସାଧାରଣ ସ୍ଥାନରେ ମାସ୍କ୍‌ ପିନ୍ଧିବାକୁ ଆଦେଶ ଦେଲେ ମହାରାଷ୍ଟ୍ର ସରକାର