ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ସାଂଘାତିକ ଅଭିଯୋଗ

ଝାରସୁଗୁଡ଼ା: ବ୍ରଜରାଜନଗର ଉପନିର୍ବାଚନରେ ବିପୁଳ ଭୋଟ ବ୍ୟବଧାନରେ ବିଜୟ ଲାଭ କରିଛି ବିଜେଡି। ରେଜଲ୍ଟକୁ ନେଇ ଅନେକ ନେତା, ମନ୍ତ୍ରୀ ପ୍ରତିକ୍ରିୟା ପ୍ରକାଶ କରୁଥିବା ଦେଖିବାକୁ ମିଳୁଛି। ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛି ବିଜେପି। ସାଂଘାତିକ ଅଭିଯୋଗ ଆଣିଛନ୍ତି ବିଜେପି ନେତା ପ୍ରଦୀପ ପୁରୋହିତ। ସେ କହିଛନ୍ତି, ‘ବ୍ରଜରାଜନଗର ଉପନିର୍ବାଚଳ ଫଳାଫଳ ଆମ ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି। ମୋତେ ଲାଗୁଛି ବିଜେପି ଭିତରେ କିଛି ଅନ୍ତର୍ଘାତୀ କାର୍ଯ୍ୟ ହୋଇଛି। … Continue reading ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ସାଂଘାତିକ ଅଭିଯୋଗ