ସଂଗଠନ ଦାୟିତ୍ୱ ବୁଝିବା ପାଇଁ ବିଦାୟୀ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ବିଦାୟୀ ମନ୍ତ୍ରୀ। ବିଦାୟୀ ମନ୍ତ୍ରୀମାନଙ୍କ ଭିତରୁ ବିକ୍ରମ କେଶରୀ ଆରୁଖଙ୍କୁ ବାଦ୍ ଦେଲେ ଅନ୍ୟ ସମସ୍ତ ବିଦାୟୀ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା କରିଥିବା ଜଣାଯାଇଛି। ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା, ଦିବ୍ୟଶଙ୍କର ମିଶ୍ର, ଅରୁଣ ସାହୁ, ସୁଦାମ ମାରାଣ୍ଡି, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ରଘୁନନ୍ଦନ ଦାସ, ପଦ୍ମନାଭ ବେହେରା, ପଦ୍ମିନୀ ଦିଆନ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ … Continue reading ସଂଗଠନ ଦାୟିତ୍ୱ ବୁଝିବା ପାଇଁ ବିଦାୟୀ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ