୧୦ଲକ୍ଷ ଟଙ୍କାର ବ୍ରାଉନସୁଗାର ଓ ନଗଦ ୧ଲକ୍ଷ ଟଙ୍କା ଜବତ

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ପୁଲିସ ପକ୍ଷରୁ ଚଢ଼ାଉ କରାଯାଇ ୧୦ଲକ୍ଷ ଟଙ୍କାର ବ୍ରାଉନସୁଗାର, ୧ଲକ୍ଷରୁ ଉର୍ଦ୍ଧ୍ଵ ନଗଦ ଟଙ୍କା ସହ ୨ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରାଯାଇଛି। ସୂଚନାନୁସାରେ, ଆଜି ଅପରାହ୍ଣ ପ୍ରାୟ ଗୋଟାଏ ବେଳେ ଫରେଷ୍ଟ କଲୋନିରେ ଥିବା ବିଷ୍ଣୁପ୍ରିୟା ମେଡିକାଲ୍ ଷ୍ଟୋର ନିକଟରେ କେତେକ ବ୍ୟକ୍ତି ବ୍ରାଉନସୁଗାର ବିକ୍ରି କରୁଥିବା ନେଇ ସୂଚନା ମିଳିଥିଲା। ସୂଚନା ପାଇ ଏସପି ସିଦ୍ଧାର୍ଥ କଟ୍ଟାରିଆଙ୍କ ନିର୍ଦ୍ଦେଶ କ୍ରମେ ଏସଡିପିଓ ସୁଶୀଲ … Continue reading ୧୦ଲକ୍ଷ ଟଙ୍କାର ବ୍ରାଉନସୁଗାର ଓ ନଗଦ ୧ଲକ୍ଷ ଟଙ୍କା ଜବତ