ଆନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଲେ ମିତାଲି ରାଜ୍ : ଅଧୁରା ରହିଗଲା ଏହି ବଡ଼ ସ୍ବପ୍ନ

ନୂଆଦିଲ୍ଲୀ: ଭାରତର ଲୋକପ୍ରିୟ ମହିଳା କ୍ରିକେଟର ତଥା ଭାରତୀୟ ମହିଳା କ୍ରିକେଟ ଟିମର ଅଧିନାୟିକା ମିତାଲି ରାଜ ଏବେ ଆନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇଛନ୍ତି। ମିତାଲି ରାଜ ଗତ ୨୩ବର୍ଷ ଧରି କ୍ରିକେଟ୍ ଖେଳୁଥିଲେ। ବୁଧବାର ୩୯ବର୍ଷ ବୟସରେ ସେ ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ନ୍ୟାସ ନେଇଛନ୍ତି। ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଚାଲିଥିବା କ୍ରିକେଟ୍ କ୍ୟାରିୟରରେ ମିତାଲି ରାଜ ଅନେକ ସଫଳତା ହାସଲ କରିଛନ୍ତି। ହେଲେ … Continue reading ଆନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଲେ ମିତାଲି ରାଜ୍ : ଅଧୁରା ରହିଗଲା ଏହି ବଡ଼ ସ୍ବପ୍ନ