ପ୍ରଫେଟ ବିବାଦକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ : କେତେକ ସହରରେ ପଥର ମାଡ଼

ନୂଆଦିଲ୍ଲୀ : ପ୍ରଫେଟ ବୟାନ ବିବାଦକୁ ନେଇ ଶୁକ୍ରବାରଦିନ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶୁକ୍ରବାର ନମାଜ ପରେ ହୋଇଥିବା ଏହି ବିରୋଧ ପ୍ରଦର୍ଶନ କେତେକ ସ୍ଥାନରେ ହିଂସାତ୍ମକ ରୂପ ନେଇଥିଲା। ଏହାକୁ ଦେଖି ପୁଲିସ ପକ୍ଷରୁ ଲାଠିଚାର୍ଜ କରାଯିବା ସହ ଲହୁବୁହା ବାଷ୍ପ ପ୍ରୟୋଗ କରାଯାଇଥିଲା। ଉତ୍ତରପ୍ରଦେଶ, ଦିଲ୍ଲୀ, ପଶ୍ଚିମବଙ୍ଗ, ତେଲେଙ୍ଗାନା, ମହାରାଷ୍ଟ୍ର, ଝାଡ଼ଖଣ୍ଡରେ ମୁସଲିମ ସଂପ୍ରଦାୟର ଲୋକମାନେ ବିରୋଧ ପ୍ରଦର୍ଶନ କରିଥିଲେ। କେତେକ ସ୍ଥାନରେ ପଥର … Continue reading ପ୍ରଫେଟ ବିବାଦକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ : କେତେକ ସହରରେ ପଥର ମାଡ଼