ଭୁବନେଶ୍ବରରେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳି

ଭୁବନେଶ୍ବର: ବାରବାଟୀ ଟି-୨୦ ପାଇଁ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳି ପହଞ୍ଚିଛନ୍ତି। ବିମାନବନ୍ଦରରେ ଖେଳାଳିମାନଙ୍କୁ ସ୍ବାଗତ କରାଯାଇଥିଲା। ଏହାପରେ ଉଭୟ ଟିମକୁ ସ୍ୱତନ୍ତ୍ର ବସ୍ ଯୋଗେ ହୋଟେଲ ମେ’ ଫେୟାରକୁ ନିଆଯାଇଛି। ବିମାନବନ୍ଦରଠାରୁ ହୋଟେଲ ଓ ଷ୍ଟାଡିୟମ ଯାଏଁ କଡ଼ା ସୁରକ୍ଷାର ବ୍ୟବସ୍ଥା କରାଯାଇଛି। ଖେଳାଳିଙ୍କ ସ୍ୱାଗତ ପାଇଁ ଭୁବନେଶ୍ୱର ହୋଟେଲ ମେ’ ଫେୟାରରେ ମଧ୍ୟ ସ୍ୱତନ୍ତ୍ର ପ୍ରସ୍ତୁତି … Continue reading ଭୁବନେଶ୍ବରରେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳି