ବାରବାଟୀ ଷ୍ଟାଡିୟମକୁ ପାଣି ବୋତଲ ଓ ବାହାର ଖାଦ୍ୟ ମନା : ମାସ୍କ ପିନ୍ଧିବା ବାଧ୍ୟତାମୂଳକ

କଟକ: କଟକର ବାରବାଟୀ ଟି-୨୦ ପାଇଁ ଡିସିପି ପିନାକ ମିଶ୍ର କଟକ ସହରବାସୀଙ୍କ ସହଯୋଗ ଲୋଡ଼ିଛନ୍ତି। ଆଜି ସାମ୍ବାଦିକ ସମ୍ମିଳନୀରେ କଟକ ଡିସିପି କହିଛନ୍ତି, ସୁରକ୍ଷା ବ୍ୟବସ୍ଥା ଲାଗି ୬୨ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। ଅପରାହ୍ନ ୩ଟାରେ ବାରବାଟୀ ଷ୍ଟାଡିୟମର ଗେଟ ଖୋଲିବ। ପ୍ରବେଶ ଟିକେଟ ଓ ଗେଟ ନମ୍ବର ସ୍ପଷ୍ଟ ଭାବେ ଟିକେଟରେ ରହିଛି। ଷ୍ଟାଡିୟମ ଭିତରକୁ ପାଣି ବୋତଲ, ଲାଠି, ଦିଆସିଲି, ଲାଇଟର, ବ୍ୟାଗ ଓ … Continue reading ବାରବାଟୀ ଷ୍ଟାଡିୟମକୁ ପାଣି ବୋତଲ ଓ ବାହାର ଖାଦ୍ୟ ମନା : ମାସ୍କ ପିନ୍ଧିବା ବାଧ୍ୟତାମୂଳକ