ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଓସେପା ନିର୍ଦ୍ଦେଶକଙ୍କ ଚିଠି : ଖରାଛୁଟି ପରେ ନୂଆ ନିୟମାବଳୀ

ଭୁବନେଶ୍ବର: ରାଜ୍ୟରେ ବିଦ୍ୟାଳୟରେ ଏବେ ଖରାଛୁଟି ଚାଲିଛି। ଖରାଛୁଟି ସରିବା ପରେ କିଭଳି ଭାବେ ବିଦ୍ୟାଳୟରେ ପାଠ ପଢାଯିବ ସେନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ(ଓସେପା) ପକ୍ଷରୁ ନିୟମାବଳୀ ଜାରି କରାଯାଇଛି। ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ) ଓ ଜିଲା ପ୍ରକଳ୍ପ ସଂଯୋଜକ(ଡିପିସି)ଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହା ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ … Continue reading ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଓସେପା ନିର୍ଦ୍ଦେଶକଙ୍କ ଚିଠି : ଖରାଛୁଟି ପରେ ନୂଆ ନିୟମାବଳୀ