କନ୍ଧମାଳରେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି। କନ୍ଧମାଳ ପୁଲିସ ଗଣମାଧ୍ୟମକୁ ଏହି ସୂଚନା ଦେଇଛି। ସୂଚନା ଅନୁସାରେ ମାଓ ଗତିବିଧି ନେଇ ବିଶ୍ବସ୍ତ ସୂତ୍ରରୁ ଖବର ମିଳିବା ପରେ କନ୍ଧମାଳ ଜିଲ୍ଲା ଗୋଚ୍ଛାପଡ଼ା ଥାନା ଅଞ୍ଚଳରେ ଗତ ୮ ତାରିଖ ଦିନ ଏସ୍‌ଓଜି ଓ ଡିଭିଏଫ ଯବାନଙ୍କ ମିଳିତ ଉଦ୍ୟମରେ ସର୍ଚ୍ଚ ଅପରେସନ କରାଯାଇଥିଲା। ଅପରେସନ ସମୟରେ ଗତ ୯ ତାରିଖ ଦିନ ଯବାନମାନଙ୍କୁ … Continue reading କନ୍ଧମାଳରେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ