ରାଜ୍ୟର ୧୩ ଜିଲ୍ଲାରେ କାଳବୈଶାଖୀ: ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

କଟକ ବାରବାଟୀରେ ବର୍ଷା ସମ୍ଭାବନା କମ ଭୁବନେଶ୍ୱର: ସଂପ୍ରତି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇ ଯାଇଥିବା ବେଳେ ଆଗାମୀ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଲାଗି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ତେବେ, ଆଜି କଟକ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ଖେଳା ଯିବାକୁ ଥିବାବେଳେ ଏଠାରେ ବର୍ଷାର ସମ୍ଭାବନା କମ ରହିଛି। … Continue reading ରାଜ୍ୟର ୧୩ ଜିଲ୍ଲାରେ କାଳବୈଶାଖୀ: ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ