ନିୟମିତ ରକ୍ତଦାନ ହୃଦଘାତ ଓ କର୍କଟ ରୋଗର ଆଶଙ୍କାକୁ କମ୍ କରିଥାଏ: ବିଶେଷଜ୍ଞ

ଭୁବନେଶ୍ୱର: ନିୟମିତ ରକ୍ତଦାନ ଦ୍ୱାରା ମାନସିକ ସ୍ୱାସ୍ଥ୍ୟ ଉନ୍ନତ ହେବା ସହିତ ହୃଦୟ ସବୁବେଳେ ସୁସ୍ଥ ଓ ସତେଜ ରହିଥାଏ। ରକ୍ତଦାନ ଫଳରେ ହୃଦଘାତ ଓ କର୍କଟ ରୋଗ ହେବାର ଆଶଙ୍କା ମଧ୍ୟ କମିଯାଏ। ରକ୍ତଦାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିଗ ହେଉଛି ଜଣେ ଦାତା ତିନିରୁ ଚାରିଜଣଙ୍କ ଜୀବନ ରକ୍ଷା କରିଥାଏ ବୋଲି ଆଜି ବିଶ୍ୱ ରକ୍ତଦାତା ଦିବସ ଅବସରରେ ଏମ୍ସ ଭୁବନେଶ୍ୱରରେ ଅନୁଷ୍ଠିତ ସ୍ୱତନ୍ତ୍ର ସଚେତନତାମୂଳକ କାର୍ଯ୍ୟକ୍ରମରେ ବିଶେଷଜ୍ଞମାନେ … Continue reading ନିୟମିତ ରକ୍ତଦାନ ହୃଦଘାତ ଓ କର୍କଟ ରୋଗର ଆଶଙ୍କାକୁ କମ୍ କରିଥାଏ: ବିଶେଷଜ୍ଞ