ବନ୍ଧା ହେଲେ ଜଳେଶ୍ଵର ବିଡିଓ : କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ

ଜଳେଶ୍ଵର: ଜଳେଶ୍ଵର ବିଡ଼ିଓ ଅଶ୍ବିନୀ କୁମାର ଦାସଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହେବା ପରେ ଶେଷରେ ଭିଜିଲାନ୍ସ ତାଙ୍କ ଜଳେଶ୍ଵର ସ୍ଥିତ ବାସଭବନରୁ ତାଙ୍କୁ ଗିରଫ କରିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳେଶ୍ଵର ବିଡ଼ିଓଙ୍କ ଜଳେଶ୍ଵର ସ୍ଥିତ ସରକାରୀ ବାସଭବନ ସମେତ ୬ଟି ସ୍ଥାନରେ ୬ଟି ଟିମ ଚଢାଉ କରିଥିଲେ। ଚଢ଼ାଉରେ ଭିଜିଲାନ୍ସ ବିଭାଗର ୫ ଜଣ ବଛାବଛା ଡିଏସପି,୯ ଜଣ ଇନ୍ସପେକ୍ଟରଙ୍କୁ ସାମିଲ … Continue reading ବନ୍ଧା ହେଲେ ଜଳେଶ୍ଵର ବିଡିଓ : କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ