୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ଝଡ଼ବର୍ଷା : ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଦକ୍ଷିଣ- ପଶ୍ଚିମ ମୋସୁମୀ ବାୟୁ ଗତ ଗୁରୁବାର ଠାରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ଆସି ପହଞ୍ଚିସାରିଥିବା ବେଳେ ଏପର୍ଯ୍ୟନ୍ତ ସମଗ୍ର ରାଜ୍ୟକୁ ଅଗ୍ରସର ହୋଇପାରି ନାହିଁ। ତେବେ, ରାଜ୍ୟର ପାଗ ଏବେ ଅନୁକୂଳ ରହିଥିବାରୁ ଆସନ୍ତା ଦିନେରୁ ଦୁଇଦିପ ମଧ୍ୟରେ ମୌସୁମୀ ସମଗ୍ର ରାଜ୍ୟକୁ ଅଗ୍ରସର ହେବାର ସମ୍ଭାବନା ରହିଛି। ଏପରିସ୍ଥିତିରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ତମାମ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର … Continue reading ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ଝଡ଼ବର୍ଷା : ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ