ରୋମରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ୧୦ଦିନିଆ ବିଦେଶ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଇଟାଲିରେ ପହଞ୍ଚିଛନ୍ତି। ଇଟାଲୀରେ ପହଞ୍ଚିବା ପରେ ସେ ଆଜି ନିଜ ଗସ୍ତର ପ୍ରଥମ ଦିନରେ ରୋମ ସହର ବୁଲି ଦେଖିବେ ବୋଲି ଜଣାପଡ଼ିଛି। ତେବେ ରୋମ ଗସ୍ତ ଆରମ୍ଭ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରୋମର ପିଆଜା ଗାନ୍ଧୀଠାରେ ଥିବା ମହାତ୍ମା ଗାନ୍ଧୀ ମେମୋରିଆଲ ଷ୍ଟାଚ୍ୟୁରେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି। ଏହି ଅବସରରେ ଶ୍ରୀ … Continue reading ରୋମରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ