ସାରା ରାଜ୍ୟରେ ବର୍ଷା ସହ ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା : ଜାରି ହେଲା ୟେଲୋୱାର୍ଣ୍ଣିଂ

ଭୁବନେଶ୍ୱର: ପୂର୍ବ ଝାଡ଼ଖଣ୍ଡ ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶାର ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୧.୫ କିମିରୁ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ହୋଇରହିଛି। ଏବଂ ଏହି ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳରେ ଦକ୍ଷିଣ ଆଡକୁ ଢଳି ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷାର (୭ରୁ ୧୧ସେମି) ସମ୍ଭାବନା ରହିଛି ବୋଲି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ … Continue reading ସାରା ରାଜ୍ୟରେ ବର୍ଷା ସହ ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା : ଜାରି ହେଲା ୟେଲୋୱାର୍ଣ୍ଣିଂ