ପୋପ୍ ଫ୍ରାନ୍ସିସଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଭାଟିକାନସିଟିରେ ପୋପ୍ ଫ୍ରାନ୍ସିସଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ରୋମରେ ରହଣୀ ସମୟରେ ଆଜି ପୋପ୍ ଫ୍ରାନ୍ସିସଙ୍କୁ ଭେଟିଛନ୍ତି। ସୂଚନାଯୋଗ୍ୟ, ୨୬ ତାରିଖ ଯାଏ ମୁଖ୍ୟମନ୍ତ୍ରୀ ରୋମରେ ଅବସ୍ଥାନ କରିବେ ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନସଚିବ ସୁରେଶ ମହାପାତ୍ର, ତାଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ, ଖାଦ୍ୟ ଓଯୋଗାଣ ବିଭାଗର ପ୍ରମୁଖ ସଚିବ ଭି.ଭି.ଯାଦବ ଓ ଶିଳ୍ପ ସଚିବ ହେମନ୍ତ ଶର୍ମା ମଧ୍ୟ ବିଦେଶ ଗସ୍ତରେ ଯାଇଛନ୍ତି। … Continue reading ପୋପ୍ ଫ୍ରାନ୍ସିସଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ