ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି।ଏହି ନୂତନ ପଦବୀ ଗୁଡ଼ିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନେଷ୍ଟବଳ-୧୫୪, ଇନିସ୍‌ପେକ୍ଟର (ଡବ୍ଲୁଟି)-୧, ସବ୍‌ଇନିସ୍‌ପେକ୍ଟର (ଡବ୍ଲୁଟି)-୨, ହାବିଲଦାର (ଡବ୍ଲୁଟି)-୪, କନେଷ୍ଟବଳ(ଡବ୍ଲୁଟି)-୧୩, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟାଫ ନର୍ସ-୧। ଏହିପରି … Continue reading ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ