‘ଏନ୍‌ଡିଏ’ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ବ୍ୟବସ୍ଥା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ‘ଏନ୍‌ଡିଏ’ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଆଜି କେନ୍ଦ୍ର ସରକାର ‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରିଥିବାରୁ ତାଙ୍କ ନିରାପତ୍ତା ନିମନ୍ତେ ‘ସିଆର୍‌ପିଏଫ୍‌’ କମାଣ୍ଡୋ ମୁତୟନ କରାଯିବ ବୋଲି ସରକାରୀ ଅଧିକାରୀମାନେ କହିଛନ୍ତି। ‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ହେଉଛି କେନ୍ଦ୍ର ସରକାର ଯୋଗାଇ ଦେଉଥିବା ସୁରକ୍ଷା ମଧ୍ୟରେ ଦ୍ବିତୀୟ ସର୍ବୋଚ୍ଚସ୍ତରର ସୁରକ୍ଷା ବ୍ୟବସ୍ଥା। ଆଜି ସକାଳୁ ସଶସ୍ତ୍ର କମାଣ୍ଡୋମାନେ ୬୪ ବ‌ର୍ଷୀୟ ମୁର୍ମୁଙ୍କ ସୁରକ୍ଷା ଦାୟିତ୍ବରେ … Continue reading ‘ଏନ୍‌ଡିଏ’ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ବ୍ୟବସ୍ଥା କଲେ କେନ୍ଦ୍ର ସରକାର