ଯୁଦ୍ଧ ଜାହାଜରୁ ଅତ୍ୟାଧୁନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କଲା ଭାରତ

ଭୁବନେଶ୍ବର : ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଭାରତ ଆଉ ଏକ ସଫଳତା ହାସଲ କରିଛି। ଶୁକ୍ରବାରଦିନ ଓଡ଼ିଶା ଉପକୂଳ ଚାନ୍ଦିପୁର ସ୍ଥିତ ସମନ୍ବିତ ପରୀକ୍ଷଣ ଘାଟୀ (ଆଇଟିଆର) ଠାରେ ଭୂପୃଷ୍ଠରୁ ଆକାଶକୁ ମାଡ଼ କରାଯାଇପାରୁଥିବା ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର (ଭିଏଲ-ଏସଆର ସାମ୍‌)ର ସଫଳ ପରୀକ୍ଷଣ କରାଯାଇଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ନୌସେନାର ମିଳିତ ଉଦ୍ୟମରେ ଏହି କ୍ଷେପଣାସ୍ତ୍ରର ଫ୍ଲାଇଟ୍‌ ଟେଷ୍ଟ ବା ଆକାଶମାର୍ଗ … Continue reading ଯୁଦ୍ଧ ଜାହାଜରୁ ଅତ୍ୟାଧୁନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କଲା ଭାରତ