ଆଉ ଅନେଇବେନି ରାଇମୋହନ : ଅଭିନୟର ଯାଦୁରେ ଦର୍ଶକଙ୍କ ମନ ଜିଣିଥିଲେ

ଭୁବନେଶ୍ବର : ଓଡ଼ିଆ ଚଳଚ୍ଚିତ୍ର ଓ ଯାତ୍ରାଜଗତର ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ାଙ୍କ ଆକସ୍ମିକ ବିୟୋଗ ମନୋରଞ୍ଜନ ଜଗତ ପାଇଁ ଏକ ଶକ୍ତ ଧକ୍କା। ଯଦିଓ ଅଭିନୟ ଦୁନିଆରେ ସେ ଖଳନାୟକୀ ଲାଗି ପରିଚୟ ଅର୍ଜନ କରିଥିଲେ, ବାସ୍ତବରେ ଜଣେ ଖଳନାୟକ ନୁହେଁ, ବରଂ ଅଭିନୟରେ ଦର୍ଶକଙ୍କ ମନ ଜିଣିଥିବା ନାୟକ ଥିଲେ ରାଇମୋହନ। ୧୯୬୩ ମସିହା ଜୁଲାଇ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ ରାଇମୋହନ। ପିଲାଟି ଦିନରୁ ଅଭିନେତା … Continue reading ଆଉ ଅନେଇବେନି ରାଇମୋହନ : ଅଭିନୟର ଯାଦୁରେ ଦର୍ଶକଙ୍କ ମନ ଜିଣିଥିଲେ