ଏଆଇପିଏଚ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ମୃତ୍ତିକା ବଞ୍ଚାଅ ସଚେତନତା ଉପରେ ସାଇକ୍ଲୋଥନ

ଭୁବନେଶ୍ୱର: ସୁସ୍ଥ ଜୀବନ ପାଇଁ ଜଳ ଏବଂ ବାୟୁ ପରି ପ୍ରଦୂଷଣମୁକ୍ତ ମୃତ୍ତିକା ଅତ୍ୟନ୍ତ ଜରୁରୀ। କାରଣ ମୃତ୍ତିକା ହେଉଛି ଜୀବ ଏବଂ ଉଦ୍ଭିଦ ସମସ୍ତଙ୍କ ପାଇଁ ଖାଦ୍ୟ-ପ୍ରାଣ। ତେଣୁ ‘ମୃତ୍ତିକା ବଞ୍ଚାଅ’ ବାର୍ତ୍ତା ନେଇ ଜନସଚେତନତା ପାଇଁ ଭୁବନେଶ୍ୱରସ୍ଥିତ ଏଆଇପିଏଚ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ରାଜଧାନୀରେ ଏକ ସାଇକ୍ଲୋଥନ ଆୟୋଜିତ ହୋଇଯାଇଛି। ରବିବାର ଦିନ ସକାଳ ସାଢ଼େ ୭ଟାରେ ଭୁବନେଶ୍ୱରସ୍ଥିତ ଡମଣା ଛକରୁ ଏହି ସାଇକ୍ଲୋଥନ ଆରମ୍ଭ ହୋଇଥିଲା। ଏଆଇପିଏଚ୍ … Continue reading ଏଆଇପିଏଚ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ମୃତ୍ତିକା ବଞ୍ଚାଅ ସଚେତନତା ଉପରେ ସାଇକ୍ଲୋଥନ