ଆତ୍ମହତ୍ୟା ପୂର୍ବରୁ ଡିପ୍ରେସନରେ ଥିଲେ ଅଭିନେତା ରାଇମୋହନ: ଭୁବନେଶ୍ୱର ଡିସିପି

ଭୁବନେଶ୍ୱର: ଲୋକପ୍ରିୟ ଖଳନାୟକ ରାଇମୋହନ ପରିଡ଼ାଙ୍କ ମୃତ୍ୟୁକୁ ୪ଦିନ ବିତିଯାଇଥିଲେ ବି ଘଟଣା ଏବେ ବି ରହସ୍ୟ ହୋଇ ରହିଛି। ସେ ଆତ୍ମହତ୍ୟା କରିଥିବା କୁହାଯାଉ ଥିଲେ ବି ପୁଲିସ ମୃତଦେହକୁ ସନ୍ଦେହଜନକ ସ୍ଥିତିରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଥିଲା। କାରଣ ପରିବାରର କେହି ବି ଜଣେ ହେଲେ ନଥିବା ବେଳେ ଘର କବାଟ ଖୋଲା ରହିବା। ମୋବାଇଲ୍‌ ହ୍ବାଟ୍ସଆପ୍‌ରୁ ପରିବାରବର୍ଗଙ୍କୁ ମେସେଜ୍‌ କରିବା। ପାରିପାର୍ଶ୍ବିକ ସ୍ଥିତିକୁ ଦେଖିଲେ ତାଙ୍କ … Continue reading ଆତ୍ମହତ୍ୟା ପୂର୍ବରୁ ଡିପ୍ରେସନରେ ଥିଲେ ଅଭିନେତା ରାଇମୋହନ: ଭୁବନେଶ୍ୱର ଡିସିପି