ରିଲାଏନ୍ସ ଜିଓର ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଲେ ମୁକେଶ ଅମ୍ବାନୀ

ମୁମ୍ବାଇ: ରିଲାଏନ୍ସ ଜିଓର ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଲେ ମୁକେଶ ଅମ୍ବାନୀ। ରିଲାଏନ୍ସ ଜିଓ ଇନଫୋଟେକ୍ ଲିମିଟେଡର ମ୍ୟାନେଜମେଣ୍ଟ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। ମାର୍କେଟ ରେଗୁଲେଟୋରୀ ସେବିକୁ ଦିଆଯାଇଥିବା ସୂଚନାରେ ରିଲାଏନ୍ସ ଜିଓ ପକ୍ଷରୁ କୁହାଯାଇଛି ଯେ ୨୭ ଜୁନ୍ ୨୦୨୨ରେ ବୋର୍ଡର ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ରିଲାଏନ୍ସ ଜିଓ ବୋର୍ଡ ଆକାଶ ଅମ୍ବାନୀଙ୍କୁ ଚେୟାରମ୍ୟାନ୍ ଭାବରେ ନିଯୁକ୍ତିକୁ ଅନୁମୋଦନ କରିଛି। ଜୁନ୍ ୨୭ରୁ … Continue reading ରିଲାଏନ୍ସ ଜିଓର ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଲେ ମୁକେଶ ଅମ୍ବାନୀ