ସାରା ଦେଶରେ ଜୁଲାଇ ୧ରୁ ନିଷିଦ୍ଧ ହେବ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍

ନୂଆଦିଲ୍ଲୀ : ଆସନ୍ତା ଜୁଲାଇ ୧ରୁ ଭାରତରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍ ( ଥରେ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ) ନିଷିଦ୍ଧ ହେବ। ଏ ଧରଣର ପ୍ଲାଷ୍ଟିକ ଯୋଗୁଁ ହେଉଥିବା ପରିବେଶ ପ୍ରଦୂଷଣକୁ ରୋକିବା ଓ ନିଜର ଅନ୍ତର୍ଜାତୀୟ ପରିବେଶ ସୁରକ୍ଷା ଲକ୍ଷ୍ୟ ହାସଲ ପାଇଁ ଭାରତ ଏହି ପଦକ୍ଷେପ ନେବାକୁ ଯାଉଛି। ଏକ ନିର୍ଦ୍ଦିଷ୍ଟ ମାନଦଣ୍ଡ ବିଶିଷ୍ଟ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକର ଉତ୍ପାଦନ, ଆମଦାନୀ, ବିକ୍ରି ଓ ବ୍ୟବହାର ଉପରେ ନିଷେଧାଜ୍ଞା … Continue reading ସାରା ଦେଶରେ ଜୁଲାଇ ୧ରୁ ନିଷିଦ୍ଧ ହେବ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍