‘ବଡ଼ ଖବର’ର ସଂପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କଲା ଇଓଡବ୍ଲୁ

ବିଧାୟକ ସୁର ରାଉତରାୟ ଓ ବିଜେପି ନେତା ବାବୁ ସିଂଙ୍କ ନିନ୍ଦା ଭୁବନେଶ୍ବର: ନିଉଜ୍ ଚାନେଲ୍ ‘ବଡ଼ ଖବର’ର ସଂପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଗିରଫ କରିଥିବାର ଖବର ମିଳିଛି। ଏନେଇ ଇଓଡବ୍ଲୁ ଏସପି ଦିଲ୍ଲୀପ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି। ବଡ଼ ଖବରର ସଂପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଇଓଡବ୍ଲୁ ଓଡ଼ଗାଁରୁ ଆଣି ପଚରାଉଚରା କରୁଥିଲା। ଗତକାଲି ଇଓଡବ୍ଲୁ ପକ୍ଷରୁ ଅର୍ଦ୍ଧେନ୍ଦୁ ଦାସଙ୍କୁ ଧରିବା ଲାଗି … Continue reading ‘ବଡ଼ ଖବର’ର ସଂପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କଲା ଇଓଡବ୍ଲୁ