ବିଜେବି ଛାତ୍ରୀ ନିବାସରେ ରୁଚିକା ଆତ୍ମହତ୍ୟା ଘଟଣା: ତିନି ସିନିୟର୍ ଛାତ୍ରୀଙ୍କ ଚିହ୍ନଟ ପ୍ରକ୍ରିୟା ଜାରି

ଭୁବନେଶ୍ବର: ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପ୍ରଥମ ବର୍ଷ କଳା ଛାତ୍ରୀ ରୁଚିକା ଆତ୍ମହତ୍ୟା ଘଟଣାର ୩ ଅଭିଯୁକ୍ତଙ୍କୁ ଏଯାଏ ଚିହ୍ନଟ କରାଯାଇ ନଥିବା ବେଳେ, ସେମାନଙ୍କୁ ଚିହ୍ନଟ ପ୍ରକ୍ରିୟା ଜାରି ରଖିଛି ପୁଲିସ। ହଷ୍ଟେଲ ଭିତରେ ଏସିପିଙ୍କ ଟିମ୍ ଓ ମହିଳା ପୁଲିସ ୧୩୪ ଜଣ ସିନିୟର ଛାତ୍ରୀଙ୍କୁ ପଚରାଉଚରା କରୁଛନ୍ତି। ସେହି ତିନି ଜଣ କିଏ, କେବେଠୁ ସେମାନେ ରାଗିଙ୍ଗ କରୁଥିଲେ ଏବଂ କାହାର ଚାପ … Continue reading ବିଜେବି ଛାତ୍ରୀ ନିବାସରେ ରୁଚିକା ଆତ୍ମହତ୍ୟା ଘଟଣା: ତିନି ସିନିୟର୍ ଛାତ୍ରୀଙ୍କ ଚିହ୍ନଟ ପ୍ରକ୍ରିୟା ଜାରି