ରାଜ୍ୟରେ ୩ ଶହ ଟପିଲା ଦୈନିକ ସଂକ୍ରମଣ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୯ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଆଜି କରୋନା ସଂକ୍ରମଣ ଲମ୍ବ ଡିଆଁ ମାରିଛି। ଗତକାଲି ୨୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର … Continue reading ରାଜ୍ୟରେ ୩ ଶହ ଟପିଲା ଦୈନିକ ସଂକ୍ରମଣ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୯ ସଂକ୍ରମିତ ଚିହ୍ନଟ