ଛତିଶଗଡ଼ ସୀମାନ୍ତ ଜଙ୍ଗଲରେ ମାଓ ଶିବିର ଠାବ : ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ବୋଡ଼େନ ଥାନା ଅନ୍ତର୍ଗତ ଛତିଶଗଡ଼ ସୀମାନ୍ତ ପାଟଦରା ସଂରକ୍ଷିତ ଜଙ୍ଗଲରେ ମାଓ ଶିବିର ଠାବ ହୋଇଛି। ଓଡ଼ିଶା- ଛତିଶଗଡ଼ ସୀମାନ୍ତରେ ସିଆରପିଏଫ୍, ଏସଓଜି, ଡିଭିଏଫ ଯବାନମାନେ ମିଳିତ ଭାବେ କୁମ୍ବିଂ ଅପରେସନ କରୁଥିଲେ। ଏହି ସମୟରେ ପ୍ରଥମେ ମାଓବାଦୀମାନେ ଯବାନମାନଙ୍କ ଉପରକୁ ଗୁଳିଚାଳନା କରିଥିଲେ। ପରେ ଯବାନମାନେ ମଧ୍ୟ ପାଲଟା ଗୁଳି ଚାଳନା କରିଥିଲେ। ଉଭୟଙ୍କ ମଧ୍ୟରେ ପ୍ରାୟ ଏକ ଘଣ୍ଟା ଧରି ଗୁଳିବିନିମୟ ହୋଇଥଲା। … Continue reading ଛତିଶଗଡ଼ ସୀମାନ୍ତ ଜଙ୍ଗଲରେ ମାଓ ଶିବିର ଠାବ : ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ