ରାଜ୍ୟରେ ନୂଆ ୫୭୨ ଜଣ କରୋନା ପଜିଟିଭ ଚିହ୍ନଟ : ଚିନ୍ତା ବଢ଼ାଇଲା ସମ୍ବଲପୁର ଓ ସୁନ୍ଦରଗଡ଼

ଭୁବନେଶ୍ବର: ଚିନ୍ତା ବଢ଼ାଇଲାଣି ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ କରୋନା ସଂକ୍ରମଣ। କାରଣ ଆଜି ଆକସ୍ମିକ ଭାବେ ଏଦୁଇ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି। ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ବି ୫୦୦ ଉପରେ ରହିଛି। ଗତ ୧୩ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ସୋମବାର ଦିନ ୫୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୭୬ ଜଣ … Continue reading ରାଜ୍ୟରେ ନୂଆ ୫୭୨ ଜଣ କରୋନା ପଜିଟିଭ ଚିହ୍ନଟ : ଚିନ୍ତା ବଢ଼ାଇଲା ସମ୍ବଲପୁର ଓ ସୁନ୍ଦରଗଡ଼