ଆଜି ନୀଳାଦ୍ରି ବିଜେ: ଗୋଟି ପହଣ୍ଡିରେ ରତ୍ନବେଦୀକୁ ବିଜେ କରୁଛନ୍ତି ତିନି ଠାକୁର

ପୁରୀ: ପବିତ୍ର ନୀଳାଦ୍ରି ବିଜେ ଅବସରରେ ଶ୍ରୀଜିଉମାନେ ରତ୍ନବେଦୀକୁ ବିରାଜମାନ କରୁଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ରତ୍ନବେଦୀକୁ ଫେରୁଛନ୍ତି। ୯ ଦିନିଆ ରଥଯାତ୍ରା ଶେଷ କରି ମହାପ୍ରଭୁ ଆଜି ଗୋଟି ପହଣ୍ଡିରେ ବଡ଼ଦେଉଳକୁ ଫେରୁଛନ୍ତି। ଏଥି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ପ୍ରଥମେ ମଦନମୋହନ ଓ ପରେ ରାମକୃଷ୍ଣଙ୍କୁ ରତ୍ନସିଂହାସନରେ ବିରାଜମାନ କରାଯିବା ପରେ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଯାଇଛି। ତାଳଧ୍ବଜ … Continue reading ଆଜି ନୀଳାଦ୍ରି ବିଜେ: ଗୋଟି ପହଣ୍ଡିରେ ରତ୍ନବେଦୀକୁ ବିଜେ କରୁଛନ୍ତି ତିନି ଠାକୁର