ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା : ଆଜି ରାଜ୍ୟରେ ୭୦୦ରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଲଗାତାର କିଛି ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଥିବାବେଳେ ଆଜି ୭୦୦ ଉପରକୁ ଟପିଯାଇଛି। ଗତକାଲି ୫୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୪୩ ଜଣ କରୋନା ପଜିଟିଭ ଚିହ୍ନଟ … Continue reading ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା : ଆଜି ରାଜ୍ୟରେ ୭୦୦ରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ