ପ୍ରବଳରୁ ଅତିପ୍ରବଳ ବର୍ଷିବ : ୮ଜିଲ୍ଲାକୁ ଅରେଞ୍ଜ ୧୭ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଉତ୍ତରରେ ଅବସ୍ଥିତ ରହିଛି। ଏବଂ ଏହା ସହ ଜଡ଼ିତ ଥିବା ସାମୁଦ୍ରିକ ଘୂର୍ଣ୍ଣିବଳୟ ସହିତ ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳରେ ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଆଡକୁ ଗତି କରୁଛି। ଅନ୍ୟପକ୍ଷରେ ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଉତ୍ତର ଓଡ଼ିଶା ପଡ଼ୋଶୀ ଅଞ୍ଚଳରେ ଲୋପ୍ରେସର୍‌ ଏରିଆର କେନ୍ଦ୍ର ଦେଇ ଗତି … Continue reading ପ୍ରବଳରୁ ଅତିପ୍ରବଳ ବର୍ଷିବ : ୮ଜିଲ୍ଲାକୁ ଅରେଞ୍ଜ ୧୭ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି