ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ସଂକ୍ରମିତ : ୧୮ ବର୍ଷରୁ କମ୍ ବୟସର ୧୨୨ ଜଣ

ଭୁବନେଶ୍ବର: ଗତକାଲି ଭଳି ଆଜି ବି ହଜାରେ ଉପରେ ରହିଛି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ। ଗତକାଲି ୧୦୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୨୨ ଜଣ ୧୮ … Continue reading ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ସଂକ୍ରମିତ : ୧୮ ବର୍ଷରୁ କମ୍ ବୟସର ୧୨୨ ଜଣ