ହୀରାକୁଦ ଜଳଭଣ୍ଡାରକୁ ପ୍ରବେଶ କରୁଛି ବନ୍ୟା ପାଣି : ଜୁଲାଇ ୧୮ରେ ୫ଟି ଗେଟ୍‌ ଦେଇ ହେବ ଜଳ ନିଷ୍କାସନ

ସମ୍ବଲପୁର: ଉପର ମୁଣ୍ଡରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଥିବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟା ପାଣି ପ୍ରବେଶ କରୁଛି। ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧିକୁ ଦୃଷ୍ଟିରେ ରଖି ଜୁଲାଇ ୧୮ ତାରିଖରେ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯିବ। ହୀରାକୁଦ ଜଳଭଣ୍ଡାରରୁ ପୂର୍ବାହ୍ନ ୧୧ଟାରେ ପ୍ରଥମ ପର୍ଯ୍ୟାୟରେ ୫ଟି ଗେଟ୍ ଖୋଲାଯିବ। ମହାନଦୀ ଅବବାହିକା ମୁଖ୍ୟ ଯନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ମୁଖ୍ୟ ଯନ୍ତ୍ରୀ କହିଛନ୍ତି ଯେ, ଜଳଭଣ୍ଡାରର … Continue reading ହୀରାକୁଦ ଜଳଭଣ୍ଡାରକୁ ପ୍ରବେଶ କରୁଛି ବନ୍ୟା ପାଣି : ଜୁଲାଇ ୧୮ରେ ୫ଟି ଗେଟ୍‌ ଦେଇ ହେବ ଜଳ ନିଷ୍କାସନ