ଉପରାଷ୍ଟ୍ରପତି ନିର୍ବାଚନ: ଧନଖଡ଼ଙ୍କୁ ସମର୍ଥନ ଦେବ ବିଜେଡି

ନାମାଙ୍କନ ସମୟରେ ଉପସ୍ଥିତ ରହିବେ ଦଳୀୟ ସାଂସଦ ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ନେତୃତ୍ବ ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ବିଜୁ ଜନତା ଦଳ (ବିଜେଡି) ସମର୍ଥନ କରିବ। ଆସନ୍ତା ୧୯ ତାରିଖରେ ହେବାକୁ ଥିବା ନାମାଙ୍କନ ଦାଖଲ ସମୟରେ ବିଜେଡି ସାଂସଦ ଉପସ୍ଥିତ ରହିବେ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଥା ହୋଇଛନ୍ତି। ସୂଚନାଯୋଗ୍ୟ ଜଗଦୀପ ଧନଖଡ଼ଙ୍କ ବିରୋଧରେ ବିରୋଧୀ … Continue reading ଉପରାଷ୍ଟ୍ରପତି ନିର୍ବାଚନ: ଧନଖଡ଼ଙ୍କୁ ସମର୍ଥନ ଦେବ ବିଜେଡି