ଭୁବନେଶ୍ବରରେ ମାସ୍କ ପରିଧାନ ନିୟମ କଡ଼ାକଡ଼ି : ନିୟମ ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ବିଗତ ୧୫ ଦିନ ହେଲା କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ରାଜଧାନୀବାସୀଙ୍କ ପାଇଁ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଶନିବାର ନୂଆଁ ଗାଇଡଲାଇନ୍‌ ଜାରି ହୋଇଛି। ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ବସବାସ କରୁଥିବା ଲୋକ ଓ ଭୁବନେଶ୍ବରକୁ ବାହାରୁ ଆସୁଥିବା ଲୋକଙ୍କୁ ମାସ୍କ ପିନ୍ଧିବାକୁ ଅନୁରୋଧ କରାଯାଇଛି। ସମସ୍ତ ଦୋକାନ, ସପିଙ୍ଗମଲରେ ଗ୍ରାହକ ଓ ଦୋକାନୀ ମାସ୍କ ପିନ୍ଧିନଥିଲେ ପ୍ରବେଶ ନିଷେଧ କରାଯାଇଛି। ଦୋକାନ ବାହାରେ … Continue reading ଭୁବନେଶ୍ବରରେ ମାସ୍କ ପରିଧାନ ନିୟମ କଡ଼ାକଡ଼ି : ନିୟମ ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ