ମହଙ୍ଗା ପଡ଼ିଲା ଓଡ଼ିଆ ବିରୋଧୀ ମନୋଭାବ : ନିଲମ୍ବିତ ହେଲେ ଉତ୍କଳ ହସ୍ପିଟାଲର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ

ଭୁବନେଶ୍ବର: ନିଲମ୍ବିତ ହେଲେ ଉତ୍କଳ ହସ୍ପିଟାଲର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଡାକ୍ତର ଆଲୋକ ଲୋଧ। ଉତ୍କଳ ହସ୍ପିଟାଲର ଓପିଡି ମ୍ୟାନେଜର ନିଯୁକ୍ତି ବିଜ୍ଞାପନରେ କେବଳ ଅଣଓଡ଼ିଆ ପ୍ରାର୍ଥୀ ଆବେଦନ କରିପାରିବେ ବୋଲି ହସ୍ପିଟାଲ ସିଇଓ ଲେଖିବା ଯୋଗୁଁ ତାଙ୍କୁ ଏଭଳି ଦଣ୍ଡ ଭୋଗିବାକୁ ପଡ଼ିଛି।ସୂଚନାଯୋଗ୍ୟ, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଆଲୋକ ଲୋଧ ଟ୍ବିଟର୍ରେ କରିଥିବା ପୋଷ୍ଟରେ ଲେଖିଥିଲେ ଯେ ଉତ୍କଳ ହସ୍ପିଟାଲ୍ ପାଇଁ ଜଣେ ଓପିଡି ମ୍ୟାନେଜରଙ୍କ ଆବଶ୍ୟକତା … Continue reading ମହଙ୍ଗା ପଡ଼ିଲା ଓଡ଼ିଆ ବିରୋଧୀ ମନୋଭାବ : ନିଲମ୍ବିତ ହେଲେ ଉତ୍କଳ ହସ୍ପିଟାଲର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ