ରାଷ୍ଟ୍ରପତି ନିର୍ବାଚନ ପାଇଁ ସରିଲା ଭୋଟିଂ : ଭୋଟ ଦେଲେ ନାହିଁ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ଶେଷରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟିଂ ସରିଥିବାବେଳେ ବାଲାଟ୍ ବକ୍ସ ସିଲ୍ ହୋଇଛି। ଆଜି ବିଧାନସଭାରେ ସମୁଦାୟ ୧୪୭ ଜଣ ବିଧାୟକଙ୍କ ମଧ୍ୟରୁ ୧୪୫ ଜଣ ବିଧାୟକ ଭୋଟ ଦେଇଛନ୍ତି। ବିଧାନସଭାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଥମେ ବିଜେପି ବିଧାୟକ ମୁକେଶ ମହାଲିଙ୍ଗ ଭୋଟ୍ ଦେଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ବିଧାୟକମାନେ ଭୋଟ ଦେଇଥିଲେ। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ ପ୍ରକ୍ରିୟା ଚାଲୁ ରହିଥିଲା। … Continue reading ରାଷ୍ଟ୍ରପତି ନିର୍ବାଚନ ପାଇଁ ସରିଲା ଭୋଟିଂ : ଭୋଟ ଦେଲେ ନାହିଁ ପ୍ରଶାନ୍ତ ଜଗଦ୍ଦେବ