୨୪ ଘଣ୍ଟା ମଧ୍ୟରେ ୭ ଜିଲ୍ଲାରେ କାଳବୈଶାଖୀ : ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ଗୁରୁବାର ଅପରାହ୍ନ ସୁଦ୍ଧା ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡିକର ଅନେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷାସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୨୧ ତାରିଖ, ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର … Continue reading ୨୪ ଘଣ୍ଟା ମଧ୍ୟରେ ୭ ଜିଲ୍ଲାରେ କାଳବୈଶାଖୀ : ୟେଲୋଓ୍ଵାର୍ଣ୍ଣିଂ ଜାରି