ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ବର: ଭାରତର ୧୫ତମ ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଥିବା ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରକୃତରେ ଓଡିଶାବାସୀଙ୍କ ପାଇଁ ଅତ୍ୟନ୍ତ ଗର୍ବର ବିଷୟ ଯେ ସେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ପାଇଁ ନିର୍ବାଚିତ ହୋଇଛନ୍ତି। ଦେଶର ପ୍ରଥମ ନାଗରିକ ହେବା ପାଇଁ ତାଙ୍କର ଯାତ୍ରା ପ୍ରକୃତରେ ପ୍ରେରଣାଦାୟକ ଏବଂ ଏହି ଯାତ୍ରା ମହିଳା ସଶକ୍ତିକରଣର ଏକ … Continue reading ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ