ବଣ୍ଡାଘାଟିରେ ହିଂସା : ୮ଗାଡ଼ି ଜାଳିଦେଲେ ମାଓବାଦୀ

ମାଲକାନଗିରି : ମାଲକାନଗିରିରେ ଗତ କିଛି ଦିନ ହେଲା ବଢ଼ିବାରେ ଲାଗିଛି ନକ୍ସଲ ହିଂସା। ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳ ପରେ ଖଇରପୁଟ ବ୍ଲକର ବଣ୍ଡାଘାଟିକୁ ଟାର୍ଗେଟ୍‌ କରିଛନ୍ତି ନକ୍ସଲ। ଗତକାଲି ରାତିରେ ପ୍ରାୟ ୫୦ ସଶସ୍ତ୍ର ନକ୍ସଲ ଏଠାରେ ରାସ୍ତା ନିର୍ମାଣ କାର୍ଯ୍ୟରେ ନିୟୋଜିତ ୮ଟି ଗାଡ଼ିକୁ ପୋଡ଼ି ଦେଇଛନ୍ତି। ଖଇରପୁଟ ବ୍ଲକର ବଣ୍ଡା ଘାଟିର ମୁଦୁଲିପଡା ଠାରୁ ଅଣ୍ଡ୍ରାହାଲ ପର୍ଯ୍ୟନ୍ତ ପ୍ରାୟ ୧୪ କିଲୋମିଟର ପକ୍କା ରାସ୍ତା ନିର୍ମାଣ କରାଯାଉଛି। … Continue reading ବଣ୍ଡାଘାଟିରେ ହିଂସା : ୮ଗାଡ଼ି ଜାଳିଦେଲେ ମାଓବାଦୀ