ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୩୦ କରୋନା ପଜିଟିଭ : ୧୪୩ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି। ଗତକାଲି ୧୧୭୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୬୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୪୩ ଜଣ ୧୮ ବର୍ଷରୁ କମ୍ ବୟସର … Continue reading ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୩୦ କରୋନା ପଜିଟିଭ : ୧୪୩ ଜଣ ୧୮ ବର୍ଷରୁ କମ୍ ବୟସର