ରାଷ୍ଟ୍ରପତି ଭାବେ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସର୍ବ ପ୍ରଥମ ଅଭିଭାଷଣ

ନୂଆଦିଲ୍ଲୀ : ଜୁହାର! , ନମସ୍କାର ! ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ନିମନ୍ତେ ମତେ ନିର୍ବାଚିତ କରିଥିବାରୁ ମୁଁ ସମସ୍ତ ସାଂସଦ ଓ ବିଧାନସଭା ସଦସ୍ୟଙ୍କୁ ମୋର ହାର୍ଦ୍ଦିକ କୃତଜ୍ଞତା ଜଣାଉଛି। ଆପଣମାନଙ୍କ ଭୋଟ୍ ଦେଶର କୋଟି କୋଟି ନାଗରିକଙ୍କ ବିଶ୍ୱାସର ଅଭିବ୍ୟକ୍ତି। ଏହି ପବିତ୍ର ସଂସଦରୁ ମୁଁ ବିନମ୍ରତାର ସହ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଉଛି। ଏହି ସଂସଦ ଆଶା, ଆକାଂକ୍ଷା ଓ ଭାରତର ନାଗରିକମାନଙ୍କ ଅଧିକାରର … Continue reading ରାଷ୍ଟ୍ରପତି ଭାବେ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସର୍ବ ପ୍ରଥମ ଅଭିଭାଷଣ